Online Bible

- Reklamy -




1 ଶାମୁୟେଲ 30:20 - ପବିତ୍ର ବାଇବଲ

20 ଦାଉଦ ସମସ୍ତ ମେଷ ଓ ଗାଈମାନ ପୁନର୍ବାର ପାଇଲେ। ଦାଉଦଙ୍କର ଲୋକମାନେ ଏହି ପଶୁଗୁଡ଼ିକୁ ସେମାନଙ୍କ ଆଗେ ଆଗେ ନେଲେ ଓ ସେମାନେ କହିଲେ, “ଏହା ହେଉଛି ଦାଉଦଙ୍କର ଲାଭ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।

Viz kapitola kopírovat

ଓଡିଆ ବାଇବେଲ

20 ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।

Viz kapitola kopírovat




1 ଶାମୁୟେଲ 30:20

Následuj nás:

Reklamy


Reklamy