1 ଶାମୁୟେଲ 30:6 - ପବିତ୍ର ବାଇବଲ6 ଯେତେ ଲୋକ ସେ ସୈନ୍ୟଦଳରେ ଥିଲେ ସମସ୍ତେ ଦୁଃଖ ଓ କ୍ରୋଧି ଥିଲେ, କାରଣ ସେମାନଙ୍କର ପିଲାମାନେ ବନ୍ଦୀ ହୋଇ ଯାଇଥିଲେ। ଲୋକମାନେ ଦାଉଦକୁ ପଥରରେ ମାରିବାକୁ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକୁ ସଦାପ୍ରଭୁ ତାଙ୍କ ପରମେଶ୍ୱରଙ୍କଠାରେ ସବଳ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର ଦାଉଦ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ-ଠାରେ ଆପଣାକୁ ସବଳ କଲେ। Viz kapitolaଓଡିଆ ବାଇବେଲ6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ। Viz kapitola |