1 ଶାମୁୟେଲ 30:9 - ପବିତ୍ର ବାଇବଲ9-10 ଦାଉଦ ଓ ତାଙ୍କର 600 ଲୋକମାନଙ୍କୁ ନେଇ ବିଷୋର ନଦୀ ନିକଟରେ ପହଞ୍ଚିଲେ। ସେଠାରେ 200 ଲୋକ ରହିଲେ, କାରଣ ସେମାନେ ସେଠାରେ ଅତ୍ୟନ୍ତ କ୍ଳାନ୍ତ ଓ ଦୁର୍ବଳ ହୋଇ ପଡ଼ିଥିଲେ। ତେଣୁ ଦାଉଦ ତାଙ୍କର ଅନ୍ୟ 400 ଜଣ ଲୋକମାନଙ୍କୁ ନେଇ ଅମାଲେକୀୟମାନଙ୍କ ପଛରେ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ। Viz kapitolaଓଡିଆ ବାଇବେଲ9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ। Viz kapitola |