1 ଶାମୁୟେଲ 31:10 - ପବିତ୍ର ବାଇବଲ10 ପଲେଷ୍ଟୀୟମାନେ ଶାଉଲଙ୍କର କବଚ ସାଞ୍ଜୁଆ ଇତ୍ୟାଦିକୁ ଆଷ୍ଟାରୋତ୍ ଦେବୀଙ୍କ ମନ୍ଦିରରେ ରଖିଲେ। ପଲେଷ୍ଟୀୟମାନେ ମଧ୍ୟ ଶାଉଲଙ୍କ ଶରୀରକୁ ବୈଥ୍ଶାନ୍ କାନ୍ଥରେ ଟାଙ୍ଗି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବୈଥ୍ଶାନ ପ୍ରାଚୀରରେ ଟାଙ୍ଗି ଦେଲେ। Viz kapitolaଓଡିଆ ବାଇବେଲ10 ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ। Viz kapitola |