Online Bible

- Reklamy -




1 ଶାମୁୟେଲ 31:7 - ପବିତ୍ର ବାଇବଲ

7 ଇସ୍ରାଏଲୀୟମାନେ ଯେଉଁମାନେ ଯିଷ୍ରିୟେଲ ଉପତ୍ୟକାର ଅପରପାର୍ଶ୍ୱରେ ଓ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱରେ ବାସ କରୁଥିଲେ। ସେମାନେ ଦେଖିଲେ, ଇସ୍ରାଏଲୀୟ ସୈନ୍ୟମାନେ ଦୌଡ଼ି ପଳାଉଛନ୍ତି। ଏବଂ ସେମାନେ ଦେଖିଲେ, ଶାଉଲ ଓ ତାଙ୍କର ପୁତ୍ରମାନେ ମରିଛନ୍ତି। ତେଣୁ ସେମାନେ ସମସ୍ତେ ସେ ସହର ପରିତ୍ୟାଗ କରି ଦୌଡ଼ି ପଳାଇଲେ। ତା'ପରେ ପଲେଷ୍ଟୀୟମାନେ ସେହି ସହରକୁ ଆସିଲେ, ଓ ସେଠାରେ ବାସ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟପାର୍ଶ୍ଵସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।

Viz kapitola kopírovat

ଓଡିଆ ବାଇବେଲ

7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।

Viz kapitola kopírovat




1 ଶାମୁୟେଲ 31:7

Následuj nás:

Reklamy


Reklamy