Online Bible

- Reklamy -




1 ଶାମୁୟେଲ 31:8 - ପବିତ୍ର ବାଇବଲ

8 ତା’ ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖରେ ରହିଯାଇଥିବା ପଦାର୍ଥଗୁଡ଼ିକ ନେବାକୁ ଆସିଲେ। ସେମାନେ ଦେଖିବାକୁ ପାଇଲେ ଯେ ଗି‌ଲ୍‌ବୋୟ ପର୍ବତ ଉପରେ ଶାଉଲ ଏବଂ ତା'ର ତିନି ପୁତ୍ର ନିହତ ହୋଇ ପଡ଼ି ରହିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

Viz kapitola kopírovat

ଓଡିଆ ବାଇବେଲ

8 ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

Viz kapitola kopírovat




1 ଶାମୁୟେଲ 31:8

Následuj nás:

Reklamy


Reklamy