1 ଶାମୁୟେଲ 4:12 - ପବିତ୍ର ବାଇବଲ12 ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବିନ୍ୟାମୀନିୟ ଲୋକ ଯୁଦ୍ଧଭୂମି ଛାଡ଼ି ଦେଲା ଓ ସାରା ରାସ୍ତାରେ ଶୀଲୋ ଆଡ଼କୁ ଦୌଡ଼ିଲା। ତା'ର ବସ୍ତ୍ରଗୁଡ଼ିକ ଚିରିଗଲା ଏବଂ ତା'ର ମସ୍ତକରେ ମାଟି ଥିଲା। ସେହି ଦିନ ସେ ଶୀଲୋରେ ପହଞ୍ଚିଲା Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା। Viz kapitola |