1 ଶାମୁୟେଲ 4:14 - ପବିତ୍ର ବାଇବଲ14 ତା'ପରେ ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କ’ଣ?” ତହୁଁ ସେହି ଲୋକ ଶୀଘ୍ର ଏଲିଙ୍କୁ ସମ୍ବାଦ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ଏଲି ସେହି କ୍ରନ୍ଦନ ଶଦ୍ଦ ଶୁଣି କହିଲେ, ଏହି କୋଳାହଳ ଶଦ୍ଦର ଅଭିପ୍ରାୟ କଅଣ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ଵାଦ ଦେଲା। Viz kapitolaଓଡିଆ ବାଇବେଲ14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା। Viz kapitola |