1 ଶାମୁୟେଲ 4:20 - ପବିତ୍ର ବାଇବଲ20 ତା'ପରେ ପ୍ରାୟ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ,” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ କିଅବା ତହିଁରେ ମନ ଦେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ। Viz kapitolaଓଡିଆ ବାଇବେଲ20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ। Viz kapitola |