1 ଶାମୁୟେଲ 4:7 - ପବିତ୍ର ବାଇବଲ7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକି ଆସି ଅଛନ୍ତି, ଆହୁରି ମଧ୍ୟ ସେମାନେ କହିଲେ, ହାୟ! ଆମ୍ଭେମାନେ ଅସୁବିଧାରେ ଅଛୁ। ଏହା ପୂର୍ବରୁ ଏପରି କେବେ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ଵର ଛାଉଣିକି ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ। Viz kapitolaଓଡିଆ ବାଇବେଲ7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ୱର ଛାଉଣିକୁ ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ। Viz kapitola |