Online Bible

- Reklamy -




1 ଶାମୁୟେଲ 6:13 - ପବିତ୍ର ବାଇବଲ

13 ସେହି ସମୟରେ ବୈ‌ଥ୍‌-ଶେମଶର ଲୋକମାନେ ତଳଭୂମିରେ ଗହମ ଅମଳ କରୁଥିଲେ, ଯେତେବେଳେ ସେମାନେ ଆଖି ଉଠାଇଲେ, ସେମାନେ ପବିତ୍ର ସିନ୍ଦୁକ ଦେଖିଲେ ଓ ଆନନ୍ଦିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

13 ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।

Viz kapitola kopírovat




1 ଶାମୁୟେଲ 6:13

Následuj nás:

Reklamy


Reklamy