Online Bible

- Reklamy -




1 ଶାମୁୟେଲ 6:17 - ପବିତ୍ର ବାଇବଲ

17 ଏହିପରି ଭାବରେ ପଲେଷ୍ଟୀୟମାନେ ସେମାନଙ୍କର ପାପ ପାଇଁ ପରମେଶ୍ୱରଙ୍କଠାରେ ସୁବର୍ଣ୍ଣର ଅର୍ବୁଦ ଉତ୍ସର୍ଗ କଲେ: ଅସଦୋଦ୍ ପାଇଁ ଗୋଟିଏ, ଘସା ପାଇଁ ଗୋଟିଏ, ଅସ୍କିଲୋନ ପାଇଁ ଗୋଟିଏ, ଗାଥ୍ ପାଇଁ ଗୋଟିଏ ଏବଂ ଇକ୍ରୋଣ ପାଇଁ ଗୋଟିଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ଵର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ୍ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;

Viz kapitola kopírovat

ଓଡିଆ ବାଇବେଲ

17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍‍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;

Viz kapitola kopírovat




1 ଶାମୁୟେଲ 6:17

Následuj nás:

Reklamy


Reklamy