1 ଶାମୁୟେଲ 6:18 - ପବିତ୍ର ବାଇବଲ18 ସେମାନେ ମଧ୍ୟ ସୁବର୍ଣ୍ଣର ମୂଷିକମାନଙ୍କର ନକ୍ସା ପଠାଇଲେ। ଏହି ସୁବର୍ଣ୍ଣ ମୂଷିକମାନଙ୍କର ସଂଖ୍ୟା, ପାଞ୍ଚ ଜଣ ପଲେଷ୍ଟୀୟ ଶାସକମାନଙ୍କର ନଗରର ସଂଖ୍ୟା ସହିତ ସମାନ। ଏହି ନଗରର ଗ୍ଭରିପଟେ ପ୍ରାଚୀର ବେଷ୍ଟିତ ଓ ଗ୍ରାମ ବେଷ୍ଟିତ ଥିଲା। ବୈଥ୍-ଶେମଶର ଲୋକମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ପଥର ଉପରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗର-ସକଳର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ମୂଷିକ ପଠାଇଲେ। Viz kapitolaଓଡିଆ ବାଇବେଲ18 ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ। Viz kapitola |