1 ଶାମୁୟେଲ 6:21 - ପବିତ୍ର ବାଇବଲ21 ତହୁଁ ସେମାନେ କିରିୟଥ୍-ଯିୟାରୀମୀୟ ନିକଟକୁ ଦୂତଗଣଙ୍କୁ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଫେରାଇ ଦେଇଛନ୍ତି। ତୁମ୍ଭେମାନେ ଆସ ଓ ତୁମ୍ଭମାନଙ୍କ ସହିତ ଏହାକୁ ତୁମ୍ଭମାନଙ୍କର ନଗରକୁ ନେଇ ଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକ-ମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ। Viz kapitolaଓଡିଆ ବାଇବେଲ21 ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।” Viz kapitola |