1 ଶାମୁୟେଲ 6:4 - ପବିତ୍ର ବାଇବଲ4 ତା'ପରେ ସେମାନେ ପଗ୍ଭରିଲେ, “ଆମ୍ଭମାନଙ୍କୁ କ୍ଷମା ଦେବା ପାଇଁ ଆମ୍ଭେମାନେ କି ପ୍ରକାର ଉପହାର ଇସ୍ରାଏଲର ପରମେଶ୍ୱରଙ୍କୁ ପଠାଇବା ଉଚିତ୍?” ସେମାନେ ଉତ୍ତର ଦେଲେ, “ପାଞ୍ଚୋଟି ସୁବର୍ଣ୍ଣର ଅର୍ଶ ଏବଂ ପାଞ୍ଚୋଟି ସୁବର୍ଣ୍ଣର ମୂଷା, ପଲେଷ୍ଟୀୟ ଶାସକମାନଙ୍କ ସଂଖ୍ୟାନୁସାରେ, କାରଣ ତୁମ୍ଭେମାନେ ସମସ୍ତେ ଏବଂ ତୁମ୍ଭମାନଙ୍କର ଶାସକଗଣ ଏକ ପ୍ରକାର ରୋଗରେ ଆକ୍ରାନ୍ତ ହେଲ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ଵର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା। Viz kapitolaଓଡିଆ ବାଇବେଲ4 ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା ? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ସେମାନେ ପଚାରିଲେ, “ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା?” ଏଥିରେ ସେମାନେ କହିଲେ, “ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା। Viz kapitola |