1 ଶାମୁୟେଲ 6:7 - ପବିତ୍ର ବାଇବଲ7 “ସେଥିପାଇଁ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର, ଦୁଇଟି ଯୁଆଳି ଯୋଗ୍ଭ ହୋଇ ନ ଥିବା ଦୁହାଳି ଗାଈ ଆଣ। ଏହିପରି ଦୁଇଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକି ଗୁହାଳରେ ଭର୍ତ୍ତି କର। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କ-ଠାରୁ ସେମାନଙ୍କ ବାଛୁରିକି ଘରକୁ ଆଣ; Viz kapitolaଓଡିଆ ବାଇବେଲ7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ; Viz kapitola |