1 ଶାମୁୟେଲ 7:1 - ପବିତ୍ର ବାଇବଲ1 ଅନନ୍ତର କିରିୟଥ-ଯିୟାରୀମୀୟ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନେଇଗଲେ। ସେମାନେ ପର୍ବତସ୍ଥିତ ଅବୀନାଦବର ଗୃହକୁ ତାହା ଆଣିଲେ। ସଦାପ୍ରଭୁଙ୍କ ସିନ୍ଦୁକ ଜଗିବାକୁ ତା'ର ପୁତ୍ର ଇଲିୟାସରକୁ ବିଶେଷ ଉତ୍ସବ ମାଧ୍ୟମରେ ପବିତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି ସଦାପ୍ରଭୁଙ୍କ ସିନ୍ଦୁକ-ରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ। Viz kapitola |