1 ଶାମୁୟେଲ 7:10 - ପବିତ୍ର ବାଇବଲ10 ଶାମୁୟେଲ ନୈବେଦ୍ୟ ଦଗ୍ଧ କରିବା ସମୟରେ ପଲେଷ୍ଟୀୟମାନେ ଯୁଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗରେ ଖୁବ୍ ଜୋର୍ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ୱନ୍ଦରେ ପଡ଼ିଗଲେ, ସେଥିପାଇଁ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ। Viz kapitolaଓଡିଆ ବାଇବେଲ10 ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ। Viz kapitola |