1 ଶାମୁୟେଲ 7:16 - ପବିତ୍ର ବାଇବଲ16 ସେ ପ୍ରତି ବର୍ଷ ଦେଶର ଚତୁର୍ଦ୍ଦିଗ ଯାତ୍ରା କରନ୍ତି। ସେ ବୈଥେଲ୍, ଗିଲ୍ଗଲ୍ ଓ ମିସ୍ପୀ ପ୍ରଭୃତି ସ୍ଥାନକୁ ଯାତ୍ରା କଲେ। ସେ ଲୋକଙ୍କୁ ଅନୁଧ୍ୟାନ କରି ଶାସନ ଚଲାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ ପ୍ରତି ବର୍ଷ ବୈଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପୀରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ। Viz kapitolaଓଡିଆ ବାଇବେଲ16 ସେ ପ୍ରତି ବର୍ଷ ବେଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ପ୍ରତି ବର୍ଷ ବେଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ। Viz kapitola |