1 ଶାମୁୟେଲ 7:4 - ପବିତ୍ର ବାଇବଲ4 ଇସ୍ରାଏଲୀୟମାନେ ସେମାନଙ୍କର ବାଲ୍ ଓ ଅଷ୍ଟାରୋତ ପ୍ରତିମୂର୍ତ୍ତିକୁ ଫିଙ୍ଗି ଦେଲେ। ସେମାନେ କେବଳ ସଦାପ୍ରଭୁଙ୍କର ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ। Viz kapitolaଓଡିଆ ବାଇବେଲ4 ତେବେ ଇସ୍ରାଏଲ ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ। Viz kapitola |