1 ଶାମୁୟେଲ 8:16 - ପବିତ୍ର ବାଇବଲ16 “ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନେଇଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ ଓ ଗଧମାନଙ୍କୁ ନେଇଯିବେ ଏବଂ ସେମାନଙ୍କୁ ନିଜ କାର୍ଯ୍ୟରେ ବିନିଯୋଗ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ। Viz kapitolaଓଡିଆ ବାଇବେଲ16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ। Viz kapitola |