1 ଶାମୁୟେଲ 8:20 - ପବିତ୍ର ବାଇବଲ20 ତା'ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ। Viz kapitolaଓଡିଆ ବାଇବେଲ20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।” Viz kapitola |