1 ଶାମୁୟେଲ 8:22 - ପବିତ୍ର ବାଇବଲ22 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।” ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ। Viz kapitolaଓଡିଆ ବାଇବେଲ22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।” Viz kapitola |