1 ଶାମୁୟେଲ 8:5 - ପବିତ୍ର ବାଇବଲ5 ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା କର। Viz kapitolaଓଡିଆ ବାଇବେଲ5 ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।” Viz kapitola |