Online Bible

- Reklamy -




1 ଶାମୁୟେଲ 9:13 - ପବିତ୍ର ବାଇବଲ

13 ତୁମ୍ଭେମାନେ ସହର ଭିତରକୁ ଯାଅ, ତାଙ୍କୁ ପାଇଯିବ। ଯଦି ତୁମ୍ଭେ ଚଞ୍ଚଳ ଯିବ, ତେବେ ତୁମ୍ଭେ ତାଙ୍କୁ ଉପାସନା ସ୍ଥାନରେ ଭୋଜନ ପୂର୍ବରୁ ସାକ୍ଷାତ କରି ପାରିବ। ସେଠାରେ ସେ ନୈବେଦ୍ୟ ଆଶୀର୍ବାଦ କରିବେ। ତା'ପରେ ଲୋକମାନେ ଭୋଜନ କରିବେ। ସେ ନ ଆସିବା ପର୍ଯ୍ୟନ୍ତ ଲୋକମାନେ ଖାଇବା ଆରମ୍ଭ କରନ୍ତି ନାହିଁ। ତେଣୁ ଯଦି ତୁମ୍ଭେ ଚଞ୍ଚଳ ହୁଅ ତାଙ୍କୁ ପାଇ ପାରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।

Viz kapitola kopírovat

ଓଡିଆ ବାଇବେଲ

13 ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”

Viz kapitola kopírovat




1 ଶାମୁୟେଲ 9:13

Následuj nás:

Reklamy


Reklamy