1 ଶାମୁୟେଲ 9:2 - ପବିତ୍ର ବାଇବଲ2 କୀଶ୍ଙ୍କର ପୁଅଙ୍କର ନାମ ଶାଉଲ। ଶାଉଲ ଜଣେ ସୁନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟଙ୍କ ମଧ୍ୟରେ ସୁନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଅଧିକ ଉଚ୍ଚ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ଥିଲେ। Viz kapitolaଓଡିଆ ବାଇବେଲ2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ। Viz kapitola |