1 ଶାମୁୟେଲ 9:20 - ପବିତ୍ର ବାଇବଲ20 ତୁମ୍ଭେମାନେ ତିନି ଦିନ ପୂର୍ବେ ହଜିଥିବା ଗଧମାନଙ୍କ ପାଇଁ ଦୁଃଖ କର ନାହିଁ। ସେମାନଙ୍କୁ ମିଳିଯାଇଛି। ବର୍ତ୍ତମାନ ଇସ୍ରାଏଲୀୟମାନେ ଜଣେ ବ୍ୟକ୍ତିର ସନ୍ଧାନରେ ଅଛନ୍ତି ଏବଂ ସେ ବ୍ୟକ୍ତିଜଣକ ତୁମ୍ଭେ ଅଟ। ସେମାନେ ତୁମ୍ଭକୁ ଏବଂ ତୁମ୍ଭ ପିତାଙ୍କ ପରିବାରବର୍ଗକୁ ଗ୍ଭହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ? Viz kapitolaଓଡିଆ ବାଇବେଲ20 ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?” Viz kapitola |