1 ଶାମୁୟେଲ 9:21 - ପବିତ୍ର ବାଇବଲ21 ଶାଉଲ ଉତ୍ତର ଦେଲେ, “ମୁଁ ବିନ୍ୟାମୀନ ବଂଶର ସଦସ୍ୟ ଅଟେ। ଏହା ଇସ୍ରାଏଲର ଏକ ଛୋଟ ପରିବାରବର୍ଗ। ଆପଣ କାହିଁକି କହୁଛନ୍ତି ଇସ୍ରାଏଲୀୟମାନେ ମୋତେ ଗ୍ଭହାନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ-ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କିହେତୁ କହୁଅଛ? Viz kapitolaଓଡିଆ ବାଇବେଲ21 ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?” Viz kapitola |