1 ଶାମୁୟେଲ 9:26 - ପବିତ୍ର ବାଇବଲ26 ଏବଂ ଶାଉଲ ଶୋଇବା ପାଇଁ ଗଲେ। ତା’ ପରଦିନ ପ୍ରତ୍ୟୁଷରୁ ଶାମୁୟେଲ ଶାଉଲଙ୍କୁ ବିଛଣାରୁ ଉଠାଇଲେ ଏବଂ କହିଲେ, “ଶଯ୍ୟା ତ୍ୟାଗ କର, ମୁଁ ତୁମ୍ଭକୁ ତୁମ୍ଭ ଗନ୍ତବ୍ୟ ସ୍ଥାନକୁ ପଠାଇବି।” ଶାଉଲ ବିଛଣାରୁ ଉଠିଲେ ଶାମୁୟେଲଙ୍କ ସହ ବାହାରକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି। ତହିଁରେ ଶାଉଲ ଉଠିଲେ, ପୁଣି ସେ ଓ ଶାମୁୟେଲ ଦୁହେଁ ବାହାରେ ଗଲେ। Viz kapitolaଓଡିଆ ବାଇବେଲ26 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି। ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କୁ ଡାକି କହିଲେ, “ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି।” ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ। Viz kapitola |