1 ଶାମୁୟେଲ 9:27 - ପବିତ୍ର ବାଇବଲ27 ଶାଉଲ, ଦାସ ଏବଂ ଶାମୁୟେଲ ସହର ପ୍ରାନ୍ତରେ ପହଞ୍ଚିବା ସମୟରେ ଶାମୁୟେଲ କହିଲେ, “ଦାସକୁ ଆଗକୁ ଯିବାକୁ କୁହ। ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ବାର୍ତ୍ତା କହିବାକୁ ଗ୍ଭହେଁ।” ତେଣୁ ଦାସ ଆଗରେ ଗ୍ଭଲିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ଵରଙ୍କ ବାକ୍ୟ ଶୁଣାଇବା। Viz kapitolaଓଡିଆ ବାଇବେଲ27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।” Viz kapitola |