1 ଶାମୁୟେଲ 9:4 - ପବିତ୍ର ବାଇବଲ4 ଶାଉଲ ଗଧମାନଙ୍କୁ ଖୋଜିବା ପାଇଁ ଗଲେ। ସେ ଇଫ୍ରୟିମ ପର୍ବତ ଅଞ୍ଚଳ ଦେଇ ଗଲେ, ତା'ପରେ ଶାଲିଶା ପ୍ରଦେଶ ଦେଇ ଗଲେ। କିନ୍ତୁ ସେ ଦୁହେଁ ନିରାଶ ହେଲେ। ତେଣୁ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ ସେଠାରୁ ନିରାଶ ହେବାରୁ ବିନ୍ୟାମୀନଙ୍କ ପ୍ରବେଶ ଦେଇଗଲେ। ସେଠାରେ ମଧ୍ୟ ନିରାଶ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ। Viz kapitolaଓଡିଆ ବାଇବେଲ4 ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ୍ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେଣୁ ସେ ଇଫ୍ରୟିମ-ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରେ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ। Viz kapitola |