1 ଶାମୁୟେଲ 9:5 - ପବିତ୍ର ବାଇବଲ5 ଶେଷରେ ସେମାନେ ସୂଫ ସହରକୁ ଆସିଲେ। ତା'ପରେ ଶାଉଲ ତାଙ୍କର ଗ୍ଭକରକୁ କହିଲେ, “ଗ୍ଭଲ! ଆମ୍ଭେ ଫେରିଯିବା, ଆମ୍ଭମାନଙ୍କର ବାପା ଗଧମାନଙ୍କ ପରିବର୍ତ୍ତେ ଆମ୍ଭମାନଙ୍କ ପାଇଁ ବ୍ୟସ୍ତ ହେଉଥିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ। Viz kapitolaଓଡିଆ ବାଇବେଲ5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।” Viz kapitola |