୧ ଥେସଲନୀକୀୟ 2:14 - ପବିତ୍ର ବାଇବଲ14 ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଯିହୂଦାରେ ଥିବା ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ମଣ୍ଡଳୀଗୁଡ଼ିକର ଲୋକମାନଙ୍କ ଭଳି ହୋଇଛ। ଯିହୂଦାରେ ପରମେଶ୍ୱରଙ୍କ ଲୋକମାନେ ଅନ୍ୟ ଯିହୂଦୀମାନଙ୍କଠାରୁ ଯାତନା ଭୋଗ କରିଥିଲେ। ତୁମ୍ଭେମାନେ ନିଜ ଦେଶର ଲୋକମାନଙ୍କଠାରୁ ମଧ୍ୟ ସେହିଭଳି ଯାତନା ପାଇଛ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ତଳୀସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁୀମାନଙ୍କ ଦ୍ଵାରା ଯେଉଁସବୁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ଵଜାତୀୟମାନଙ୍କ ଦ୍ଵାରା ସେହିସବୁ ଦୁଃଖଭୋଗ କରିଅଛ। Viz kapitolaଓଡିଆ ବାଇବେଲ14 କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ଡଳୀସମୁହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୂଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହି ସବୁ ଦୁଃଖଭୋଗ କରୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)14 ଭାଇମାନେ, ଯିହୁଦା ଦେଶରେ ଥିବା ଈଶ୍ୱରଙ୍କ ମଣ୍ଡଳୀଗୁଡ଼ିକରେ ଓ ସେଠାକାର ଖ୍ରୀଷ୍ଟବିଶ୍ୱାସୀମାନଙ୍କ ପ୍ରତି ଯାହା ଘଟିଥିଲା, ତୁମ୍ଭମାନଙ୍କ ପ୍ରତି ମଧ୍ୟ ତାହା ଘଟିଛି। ସେମାନେ ଇହୁଦୀମାନଙ୍କଠାରୁ ଯେପରି ନିର୍ଯ୍ୟାତନା ଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ନିଜ ଦେଶବାସୀଙ୍କ ଠାରୁ ଅନୁରୂପ ନିର୍ଯ୍ୟାତନା ଭୋଗ କରିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ। Viz kapitola |