୧ ଥେସଲନୀକୀୟ 3:13 - ପବିତ୍ର ବାଇବଲ13 ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତେବେ ଯେତେବେଳେ ଆମ୍ଭ ପ୍ରଭୁ ଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣରେ ଆସିବେ, ତୁମ୍ଭେମାନେ ପରମପିତା ପରମେଶ୍ୱରଙ୍କ ଆଗରେ ପବିତ୍ର ଭାବରେ ଓ ଦୋଷରହିତ ହୋଇ ଠିଆ ହୋଇପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ। Viz kapitolaଓଡିଆ ବାଇବେଲ13 ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ । Viz kapitolaପବିତ୍ର ବାଇବଲ (CL) NT (BSI)13 ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ। Viz kapitola |