Online Bible

- Reklamy -




୧ ଥେସଲନୀକୀୟ 3:5 - ପବିତ୍ର ବାଇବଲ

5 ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଜାଣି ପାରିବା ଉଦ୍ଦେଶ୍ୟରେ ମୁଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଥିଲି। ଅଧିକ ଅପେକ୍ଷା କରିବାକୁ ଧୈର୍ଯ୍ୟ ନ ଥିବାରୁ, ମୁଁ ତାହାଙ୍କୁ ପଠାଇଥିଲି। ମୋର ଭୟ ଥିଲା ଯେ, କାଳେ ପ୍ରଲୋଭନକାରୀ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭନ ଦ୍ୱାରା ପରାଜିତ କରିଥିବ। ତା'ହେଲେ ଆମ୍ଭର କଠୋର ପରିଶ୍ରମ ବ୍ୟର୍ଥ ହୋଇଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିଥିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଥିବ, ଏହା ଆଶଙ୍କା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ଵାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।

Viz kapitola kopírovat

ଓଡିଆ ବାଇବେଲ

5 ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ତେଣୁ ତୀମଥିଙ୍କୁ ପଠାଇଲି। ମୁଁ ଆଉ ନିଶ୍ଚିନ୍ତ ହୋଇ ରହିପାରିଲି ନାହିଁ। ତୁମ୍ଭେମାନେ ତୁମ ବିଶ୍ୱାସରେ ଅଟଳ ରହିଛି କି ନାହିଁ, ଜାଣିବା ନିମନ୍ତେ ମୁଁ ତାଙ୍କୁ ପଠାଇଲି। ସତେ କଅଣ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭିତ କରିଥିବ ଓ ଆମର ସମସ୍ତ କାର୍ଯ୍ୟ ବିଫଳ ହୋଇଥିବ? ନା, ଏହା କଦାପି ସମ୍ଭବ ନୁହେଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।

Viz kapitola kopírovat




୧ ଥେସଲନୀକୀୟ 3:5

Následuj nás:

Reklamy


Reklamy