Online Bible

- Reklamy -




୧ ଥେସଲନୀକୀୟ 3:7 - ପବିତ୍ର ବାଇବଲ

7 ଅତଏବ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ଆମ୍ଭେ ସାନ୍ତ୍ୱନା ଲାଭ କଲୁ। ଆମ୍ଭର ଅନେକ କଷ୍ଟ ଓ ଯାତନା ଥିଲେ ମଧ୍ୟ, ଆମ୍ଭେ ସାନ୍ତ୍ୱନା ଲାଭ କରିଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ଵାସ ଦ୍ଵାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଳେଶଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ଵନା ପ୍ରାପ୍ତ ହୋଇଅଛୁ;

Viz kapitola kopírovat

ଓଡିଆ ବାଇବେଲ

7 ଏଥି ନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ତେଣୁ ଭାଇମାନେ, ଆମର ସମସ୍ତ ଦୁର୍ଦ୍ଦଶା ଓ କ୍ଳେଶଭୋଗ ସମୟରେ ଆମେ ତୁମ ଯୋଗୁଁ ଉତ୍ସାହିତ ହେଉଛୁ। ତୁମ୍ଭମାନଙ୍କର ଅଟଳ ବିଶ୍ୱାସ ହିଁ ଆମକୁ ପ୍ରକୃତରେ ଜୀବିତ କରି ରଖିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ;

Viz kapitola kopírovat




୧ ଥେସଲନୀକୀୟ 3:7

Následuj nás:

Reklamy


Reklamy