୧ ଥେସଲନୀକୀୟ 3:8 - ପବିତ୍ର ବାଇବଲ8 ତୁମ୍ଭେମାନେ ପ୍ରଭୁଙ୍କଠାରେ ଦୃଢ଼ ରହିଲେ, ଆମ୍ଭର ଜୀବନ ପ୍ରକୃତରେ ସଫଳ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଆମ୍ଭେମାନେ ଏବେ ଜୀବିତ, ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ। Viz kapitolaଓଡିଆ ବାଇବେଲ8 କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ । Viz kapitolaପବିତ୍ର ବାଇବଲ (CL) NT (BSI)8 କାରଣ ଏବେ ଆମେ ଜାଣୁ ଯେ, ତୁମ୍ଭେମାନେ ଦୃଢ଼ଭାବେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କରୁଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ। Viz kapitola |