୧ ଥେସଲନୀକୀୟ 5:12 - ପବିତ୍ର ବାଇବଲ12 ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, Viz kapitolaଓଡିଆ ବାଇବେଲ12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, Viz kapitolaପବିତ୍ର ବାଇବଲ (CL) NT (BSI)12 ଭାଇମାନେ, ଯେଉଁମାନେ ତୁମ ମଧ୍ୟରେ କାର୍ଯ୍ୟ କରୁଛନ୍ତି ଏବଂ ଖ୍ରୀଷ୍ଟୀୟ ଜୀବନରେ ତୁମକୁ ସାହାଯ୍ୟ କରୁଛନ୍ତି - ଓ ପରାମର୍ଶ ଦେଉଛନ୍ତି, ସେମାନଙ୍କୁ ଯଥୋଚିତ ସମ୍ମାନ ଦେବାକୁ ଆମେ ତୁମ୍ଭମାନଙ୍କୁ ନିବେଦନ କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, Viz kapitola |