୧ ଥେସଲନୀକୀୟ 5:24 - ପବିତ୍ର ବାଇବଲ24 ଯେଉଁ ପରମେଶ୍ୱର ତୁମ୍ଭମାନଙ୍କୁ ଡାକିଛନ୍ତି, ତୁମ୍ଭେମାନେ ତାହାଙ୍କ ଉପରେ ଭରସା ରଖ। ଯିଏ ତୁମ୍ଭମାନଙ୍କୁ ଡାକିଛନ୍ତି, ସେ ସବୁକିଛି କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେ ତୁମ୍ଭମାନଙ୍କୁ ଆହ୍ଵାନ କରୁଅଛନ୍ତି, ସେ ବିଶ୍ଵସ୍ତ; ସେ ତାହା ମଧ୍ୟ ସାଧନ କରିବେ। Viz kapitolaଓଡିଆ ବାଇବେଲ24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସହାଯ୍ୟ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ତାହା କରିବେ, କାରଣ ସେ ବିଶ୍ୱସ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। Viz kapitola |