୧ ତୀମଥି 1:11 - ପବିତ୍ର ବାଇବଲ11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ। Viz kapitolaଓଡିଆ ବାଇବେଲ11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ । Viz kapitolaପବିତ୍ର ବାଇବଲ (CL) NT (BSI)11 ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ। Viz kapitola |