୧ ତୀମଥି 1:3 - ପବିତ୍ର ବାଇବଲ3 ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି Viz kapitolaଓଡିଆ ବାଇବେଲ3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି Viz kapitolaପବିତ୍ର ବାଇବଲ (CL) NT (BSI)3 ମୁଁ ମାସିଦୋନିଆକୁ ଯିବାବେଳେ ତୁମକୁ କହିଥିବା ଅନୁଯାୟୀ ତୁମେ ଏଫିସୀରେ ଅବସ୍ଥାନ କର। ସେଠାରେ ଯେଉଁମାନେ ଭୁଲ ଶିକ୍ଷା ସବୁ ଦେଉଛନ୍ତି, ସେମାନଙ୍କୁ ସେଥିରୁ ନିବୃତ୍ତ ହେବା ପାଇଁ ଆଦେଶ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି Viz kapitola |