୧ ତୀମଥି 6:12 - ପବିତ୍ର ବାଇବଲ12 ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ବିଶ୍ଵାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନ; ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। Viz kapitolaଓଡିଆ ବାଇବେଲ12 ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ । Viz kapitolaପବିତ୍ର ବାଇବଲ (CL) NT (BSI)12 ଖ୍ରୀଷ୍ଟବିଶ୍ୱାସର ପୁଣ୍ୟ ରଣକ୍ଷେତ୍ରରେ ସଂଗ୍ରାମ କରି ଅନନ୍ତ ଜୀବନ ଲାଭ କର। ଏହି ଲକ୍ଷ୍ୟରେ ପହଞ୍ଚିବା ପାଇଁ ତ ତୁମେ ଆହୂତ ହୋଇଅଛ ଏବଂ ଅନେକ ସାକ୍ଷୀଙ୍କ ମଧ୍ୟରେ ଏହା ସ୍ୱୀକାର କରିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। Viz kapitola |