Online Bible

- Reklamy -




୧ ତୀମଥି 6:14 - ପବିତ୍ର ବାଇବଲ

14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।

Viz kapitola kopírovat

ଓଡିଆ ବାଇବେଲ

14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ପ୍ରଭୁ ଯୀଶୁଙ୍କ ପୁନରାଗମନ ପର୍ଯ୍ୟନ୍ତ ତୁମକୁ ଦିଆଯାଇଥିବା ଆଜ୍ଞାଗୁଡ଼ିକୁ ବିଶ୍ୱସ୍ତଭାବେ ପାଳନ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।

Viz kapitola kopírovat




୧ ତୀମଥି 6:14

Následuj nás:

Reklamy


Reklamy