୧ ତୀମଥି 6:15 - ପବିତ୍ର ବାଇବଲ15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେ ପରମଧନ୍ୟ ଏକମାତ୍ର ସମ୍ରାଟ୍, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, Viz kapitolaଓଡିଆ ବାଇବେଲ15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, Viz kapitolaପବିତ୍ର ବାଇବଲ (CL) NT (BSI)15 ତାଙ୍କ ପୁନରାଗମନର ଉପଯୁକ୍ତ ସମୟ ନିର୍ଣ୍ଣୟ କରିବେ ସ୍ୱୟଂ ଈଶ୍ୱର - ପରମଧନ୍ୟ, ରାଜାଧିରାଜ, ପ୍ରଭୁମାନଙ୍କର ପ୍ରଭୁ, ଅଦ୍ୱିତୀୟ ଅଧିପତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, Viz kapitola |