୧ ତୀମଥି 6:21 - ପବିତ୍ର ବାଇବଲ21 କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କେହି କେହି ତାହା ଅବଲମ୍ଵନ କରି ବିଶ୍ଵାସ ସମ୍ଵନ୍ଧରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। Viz kapitolaଓଡିଆ ବାଇବେଲ21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। Viz kapitola |