2 ବଂଶାବଳୀ 1:1 - ପବିତ୍ର ବାଇବଲ1 ଯେହେତୁ ସଦାପ୍ରଭୁ ପରମେଶ୍ୱର ତାଙ୍କ ସହିତ ଥିଲେ, ଦାଉଦଙ୍କର ପୁତ୍ର ଶଲୋମନ ଜଣେ ପ୍ରତିଷ୍ଠିତ ରାଜା ହେବାକୁ ସକ୍ଷମ ହୋଇଥିଲେ। ସଦାପ୍ରଭୁ ତାଙ୍କୁ ଅତ୍ୟନ୍ତ ମହାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ । Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ୍ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ। Viz kapitola |