2 ବଂଶାବଳୀ 1:13 - ପବିତ୍ର ବାଇବଲ13 ତା'ପରେ ଶଲୋମନ ସମାଗମ-ତମ୍ବୁକୁ ତ୍ୟାଗ କଲେ, ଯେଉଁଟାକି ଗିବିୟୋନରେ ଏକ ଉପାସନା ସ୍ଥଳରେ ଥିଲା ଏବଂ ଇସ୍ରାଏଲର ରାଜା ଯିରୁଶାଲମକୁ ଫେରିଗଲେ ଓ ଶାସନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ13 ତହୁଁ ଶଲୋମନ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ଶଲୋମନ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ। Viz kapitola |