Online Bible

- Reklamy -




2 ବଂଶାବଳୀ 1:14 - ପବିତ୍ର ବାଇବଲ

14 ତାଙ୍କର ସୈନ୍ୟଦଳ ନିମନ୍ତେ ଶଲୋମନ ଘୋଡ଼ାସବୁ ଓ ରଥସବୁ ସଂଗ୍ରହ କରିବାକୁ ଆରମ୍ଭ କଲେ। ଶଲୋମନ 1,400 ଟି ରଥ ଓ 12,000 ଅଶ୍ୱ ସଂଗ୍ରହ କଲେ। ଶଲୋମନ ସେମାନଙ୍କୁ ରଥର ସହରରେ ରଖିଲେ। ଆଉ କେତେକଙ୍କୁ ଶଲୋମନ ଯିରୁଶାଲମରେ ରାଜାଙ୍କ ନିକଟରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଉତ୍ତାରେ ଶଲୋମନ ରଥ ଓ ଅଶ୍ଵାରୋହୀ-ମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରିଶହ ରଥ ଓ ବାର ହଜାର ଅଶ୍ଵାରୋହୀ ଥିଲେ; ସେମାନଙ୍କୁ ସେ ରଥନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

14 ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।

Viz kapitola kopírovat




2 ବଂଶାବଳୀ 1:14

Následuj nás:

Reklamy


Reklamy