Online Bible

- Reklamy -




2 ବଂଶାବଳୀ 1:3 - ପବିତ୍ର ବାଇବଲ

3 ଏହା ପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଗିବିୟୋନର ପର୍ବତ ଶିଖସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା। ଯେତେବେଳେ ସେମାନେ ମରୁ ପ୍ରାନ୍ତରରେ ଥିଲେ ସଦାପ୍ରଭୁଙ୍କ ଦାସ ମୋଶା ସେହି ତମ୍ବୁ ନିର୍ମାଣ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ପ୍ରାନ୍ତରରେ ନିର୍ମିତ ପରମେଶ୍ଵରଙ୍କ ସମାଗମ-ତମ୍ଵୁ ସେଠାରେ ଥିଲା।

Viz kapitola kopírovat

ଓଡିଆ ବାଇବେଲ

3 ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକୁ ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।

Viz kapitola kopírovat




2 ବଂଶାବଳୀ 1:3

Následuj nás:

Reklamy


Reklamy