2 ବଂଶାବଳୀ 1:8 - ପବିତ୍ର ବାଇବଲ8 ଶଲୋମନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋର ବାପା ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ମୋର ବାପାଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ। Viz kapitolaଓଡିଆ ବାଇବେଲ8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋ’ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ। Viz kapitola |